www.samajalive.in
Sunday, December 14, 2025
19.1 C
Bhubaneswar

କଟକ ଯିବ ମେଟ୍ରୋ, ପ୍ରକଳ୍ପ ବାତିଲ ହେବନି

ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି। କଟକ ପର୍ଯ୍ୟନ୍ତ ଯିବ ମେଟ୍ରୋ ରେଲ୍‌‌। ପୂର୍ବ ସରକାର ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋର ପରିକଳ୍ପନା କରିଥିଲେ। ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ, କଟକ ଯିବା ଦରକାର। ଏ ନେଇ କମିଟି ଅନୁଧ୍ୟାନ କରୁଛି, ଏହାର ପରିଧିକୁ ବିସ୍ତୃତ କରାଯିବ। ମେଟ୍ରୋ ପ୍ରକଳ୍ପକୁ ବାତିଲ କରାଯିବ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ନନ୍ଦନକାନ ରୋଡରେ ତିନି ଥାକିଆ ରୋଡ୍‌‌ ହେବ। ମେଟ୍ରୋ ବି ଚାଲିବ ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories