www.samajalive.in
Sunday, December 7, 2025
16.1 C
Bhubaneswar

ପାନୀୟ ଜଳ କାମରେ ବିଳମ୍ବ କଲେ ମାମଲା ରୁଜ ହେବ, ଠିକ ସମୟରେ କାମ ନ କଲେ କମ୍ପାନୀକୁ କଳା ତାଲିକାଭୁକ୍ତ କରାଯିବ

ଭୁବନେଶ୍ୱର: ଆଜି ଗୃହରେ ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି ଯେ ପାନୀୟ ଜଳ କାମରେ ଠିକା କମ୍ପାନୀ ବିଳମ୍ବ କଲେ ମାମଲା ରୁଜ ହେବ। ଠିକ ସମୟରେ କାମ ନ କଲେ କମ୍ପାନୀକୁ କଳା ତାଲିକାଭୁକ୍ତ କରାଯିବ। ମାର୍ଚ୍ଚ ସୁଦ୍ଧା ୭୨ଟି ପ୍ରକଳ୍ପ ହେବାର ଥିଲା ସେଥିମଧ୍ୟରୁ ୫୨ଟି ପ୍ରକଳ୍ପର କାମ ଶେଷ ହୋଇଛି। ଜୁନ ସୁଦ୍ଧା ଆଉ ୭୨ଟି ଶେଷ ହେବ ଏବଂ ୨୦୨୬ ସୁଦ୍ଧା ଆଉ ୪୦ଟି ପ୍ରକଳ୍ପ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ନାଏକ ପ୍ରକାଶ କରିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories