www.samajalive.in
Monday, December 8, 2025
27.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ: ଶୁଭମ୍‌‌ ସକ୍ସେନା ହେଲେ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୁଭମ୍‌‌ ସକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିେର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କୁ ସାଧାରଣ ବଣ୍ଟନ ନିଗମ ପରିଚାଳନା ନିର୍ଦେଶ ଭାବେ ନିଯୁକ୍ତି ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories