www.samajalive.in
Sunday, December 14, 2025
26.1 C
Bhubaneswar

ଏଣିକି ପ୍ରଥମ ଶ୍ରେଣୀରେ ନାମଲେଖା ବୟସ ୬ ବର୍ଷ କିମ୍ବା ତଦୁର୍ଦ୍ଧ

ଭୁବନେଶ୍ୱର : ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି । ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ।

ମାସେ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସବୁ ସଫଳତା..

ମାର୍ଚ୍ଚ ୨୯ରେ ଦୁର୍ଲ୍ଲଭ ଯୋଗ; ବାସ୍‌ ଏହି ସରଳ ଉପାୟରେ ଦୂର ହେବ ଶନିଦଶା, ମିଳିବ ସଫଳତା..

- Advertisement -

ଦେଖନ୍ତୁ ଭିଡିଓ; ପ୍ରେମିକାକୁ ସମୁଦ୍ର କୂଳକୁ ନେଇଥିଲେ ଯୁବକ, ତା’ପରେ ହେଲା ଏମିତି

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories