www.samajalive.in
Sunday, December 14, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ମହିଳାଙ୍କୁ ଜୀଅନ୍ତା ଗିଳିଦେଲା ଅଜଗର

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଅନେକ ଭିଡିଓ ହୋସ୍‌ ଉଡାଇବା ସହ ଭୟଭୀତ ମଧ୍ୟ କରିଥାଏ । ଏଭଳି କିଛି ଭିଡିଓ ସାମ୍ନାକୁ ଆସିଥାଏ, ଯାହାକୁ ସହଜରେ ବିଶ୍ୱାସ କରି ହୁଏ ନାହିଁ । ନିକଟରେ ଏଭଳି ହିଁ ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଭୟଭୀତ ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଛି । ଭିଡିଓରେ ଜଣାପଡିଛି, ଏକ ବିରାଟକାୟ ଅଜଗର ସାପ ଜଣେ ମହିଳାଙ୍କୁ ଜୀଅନ୍ତା ଗିଳି ଦେଇଛି ।


ଭାଇରାଲ୍‌ ହେଉଥିବା ଏହି ଭିଡିଓଟି ଇଣ୍ଡୋନେସିଆର ବୋଲି କୁହାଯାଇଛି । ଏଠାରେ ଜଣେ ମହିଳା ଚାଷ କାମ ପାଇଁ ଜଙ୍ଗଲ ଆଡକୁ ଯାଇଥିଲେ । ସେଠାରେ ଅଜଗର ସାପଟି ମହିଳାଙ୍କୁ ଶିକାର କରିଛି ।
ମହିଳା ଜଣକ ଦୀର୍ଘ ସମୟ ହେବ ନଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜିବାକୁ ଜଙ୍ଗଲକୁ ଯାଇଥିଲେ । ମାତ୍ର ଅଜଗରକୁ ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ । ଏହାପରେ ଲୋକେ ଅଜଗର ସାପ ଉପରେ ଆକ୍ରମଣ କରିଥିଲେ । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ମାସେ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସବୁ ସଫଳତା..

- Advertisement -

ମାର୍ଚ୍ଚ ୨୯ରେ ଦୁର୍ଲ୍ଲଭ ଯୋଗ; ବାସ୍‌ ଏହି ସରଳ ଉପାୟରେ ଦୂର ହେବ ଶନିଦଶା, ମିଳିବ ସଫଳତା..

ଦେଖନ୍ତୁ ଭିଡିଓ; ପ୍ରେମିକାକୁ ସମୁଦ୍ର କୂଳକୁ ନେଇଥିଲେ ଯୁବକ, ତା’ପରେ ହେଲା ଏମିତି

ଦେଖନ୍ତୁ ଭିଡିଓ; ଗାଁକୁ ପଶିଗଲା ବାଘ, ଲୋକେ ଠେଙ୍ଗା ଧରି..

 

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories