www.samajalive.in
Monday, December 15, 2025
17.1 C
Bhubaneswar

ଆସନ୍ତାକାଲି ବନକଲାଗି ନୀତି ; ୫ ଘଣ୍ଟା କାଳିଆ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍‌ ମାର୍ଚ୍ଚ ୧୯ ତାରିଖରେ ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସର୍ବ ସାଧାରଣ ଦର୍ଶନ ପ୍ରାୟ ୫ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।

ମାସେ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସବୁ ସଫଳତା..

ମାର୍ଚ୍ଚ ୨୯ରେ ଦୁର୍ଲ୍ଲଭ ଯୋଗ; ବାସ୍‌ ଏହି ସରଳ ଉପାୟରେ ଦୂର ହେବ ଶନିଦଶା, ମିଳିବ ସଫଳତା..

- Advertisement -

ଦେଖନ୍ତୁ ଭିଡିଓ ; ମହିଳାଙ୍କୁ ଜୀଅନ୍ତା ଗିଳିଦେଲା ଅଜଗର

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories