www.samajalive.in
Sunday, December 14, 2025
19.1 C
Bhubaneswar

ପିକଅପ୍ ଭ୍ୟାନ୍ ଓଲଟି ୧୫ ଆହତ

ଦିଗପହଣ୍ଡି : ଘାଟିରେ ପିକଅପ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି । ଭ୍ୟାନରେ ଥିବା ଯାତ୍ରୀମାନେ ମା’ ବାଙ୍କେଶ୍ୱରୀଙ୍କ ଦର୍ଶନ ସାରି ଘରକୁ ଫେରୁଥିଲେ । ବାଙ୍କେଶ୍ୱରୀ ଘାଟିରେ ଭାରସ୍ୟାମ ହରାଇ ପିକଅପ୍ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ତୁରନ୍ତ ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ପୁଲିସ ପହଞ୍ଚି ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories