www.samajalive.in
Saturday, December 13, 2025
26.1 C
Bhubaneswar

ଉଦୟପୁର ମହାବିଦ୍ୟାଳୟରେ ଛାତ୍ରୀମାନଙ୍କୁ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

ପାଟଣା : ସାହାରପଡା ବ୍ଲକ ଅନ୍ତର୍ଗତ ଉଦୟପୁର ମହାବିଦ୍ୟାଳୟରେ ଆଜି ଛାତ୍ରୀମାନଙ୍କୁ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମହାବିଦ୍ୟାଳୟର ଅଧ୍ୟକ୍ଷ ସନାତନ ପଲେଇଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଯୁକ୍ତ ତିନି ପ୍ରଥମ ବର୍ଷର ୪୫ ଜଣ ଛାତ୍ରୀ ତାଲିମ ଶିବିରରେ ଯୋଗ ଦେଇଛନ୍ତି । ତାଲିମ ଦାତା ଭାବେ ପ୍ରସିକ୍ଷିଖା କୁମୁଦିନି ବେହେରା ତାଲିମ ପ୍ରଦାନ କରୁଛନ୍ତି। ଅଧ୍ୟାପକ ଜ୍ଞାନରଞ୍ଜନ ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଅନ୍ୟ ସମସ୍ତ ଅଧ୍ୟାପକ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏହି ତାଲିମ ଶିବିର ଆଠ ଦିନ ଧରି ଚାଲିବ ବୋଲି ମହାବିଦ୍ୟାଳୟର ଅଧ୍ୟକ୍ଷ ପଲେଇ ସୂଚନା ଦେଇଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories