www.samajalive.in
Monday, December 15, 2025
24.1 C
Bhubaneswar

ବିଦ୍ୟାଳୟରୁ ଚୋରି, ଥାନାରେ ଅଭିଯୋଗ

କାମାକ୍ଷାନଗର: କାମାକ୍ଷାନଗର ଥାନା କାଦୁଆ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟାଳୟରୁ ଚୋରି ହୋଇଛି। ବିଦ୍ୟାଳୟର ସମସ୍ତ କବାଟ ତାଡି ସ୍ମାର୍ଟ ଏଲଇଡି ଟିଭି, ଇନଭର୍ଟର, ଟ୍ୟାବଲେଟ ସହିତ ବହୁତ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଏବଂ ଆସବାବପତ୍ର ଲୁଟ୍ ହୋଇଛି। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅବନ୍ତୀ ସାହୁ ପୁଲିସକୁ ଖବର ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୁଲିସ ତଦନ୍ତ ଆରମ୍ଭ କରି ଦେଇଛି। ସେପଟେ ଚୋରି ରୋକିବା ପାଇଁ କଡା ପଦକ୍ଷେପ ସହ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories