www.samajalive.in
Sunday, December 14, 2025
15.1 C
Bhubaneswar

ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡ

ଭୁବନେଶ୍ଵର: ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଓପିଆଇଡି କୋର୍ଟ। କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ କ୍ରାଇମବ୍ରାଞ୍ଚ ରାଜାଙ୍କୁ ଗିରଫ କରିଛି। ରାଜା ଚକ୍ରଙ୍କ ଅନ୍ୟ ଦୁଇ ଜଣ ସହଯୋଗୀଙ୍କୁ ମଧ୍ୟ ରିମାଣ୍ଡ ମିଳିଛି। ସଭାପତି ମାନସ ବାରିକ୍ , ସମ୍ପାଦକ ଉତ୍କଳ ଦାଶ  ମଧ୍ୟ ରିମାଣ୍ଡରେ ଯିବା ନେଇ ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories