www.samajalive.in
Sunday, December 14, 2025
23.1 C
Bhubaneswar

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ଵର: ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ଆହୁରି କହିଛନ୍ତି, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ। ଏହା ବ୍ୟତୀତ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରାଇବାକୁ ମନା କରାଯିବା ସହ ଅଘୋଷିତ ବିଦ୍ୟୁତ କାଟ ହେବନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories