www.samajalive.in
Sunday, December 14, 2025
23.1 C
Bhubaneswar

ଏନକାଉଣ୍ଟରରେ ୨ ମାଓବାଦୀ ନିପାତ, ଜଣେ ଯବାନ ଶହୀଦ

ବିଜାପୁର: ଛତିଶଗଡ଼ର ବିଜାପୁରରେ ଗୁରୁବାର ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିପାତ ହୋଇଥିବାବେଳେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡ଼ିଛି। ନିହତ ୨ ମାଓବାଦୀଙ୍କ ମୃତଦେହ ଜବତ ହୋଇଛି। ଜିଲାର ଗଙ୍ଗାଲୁର ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ଏସପି ଜିତେନ୍ଦ୍ର ଯାଦବ ଏନେଇ ସୂଚନା ଦେଇଛନ୍ତି। ଗୁଳିବିନିମୟ ଜାରି ରହିଥିବା ଏସପି କହିଛନ୍ତି। ଘଟଣା ସ୍ଥଳରରୁ ସୁରକ୍ଷା ବାହିନୀ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳା ବାରୁଦ ଜବତ କରିଛନ୍ତି।

 

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories