www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା, ୨୪ ମାଓବାଦୀ ନିପାତ.. ଛତିଶଗଡ଼ ବିଜାପୁର ଜିଲାର ଗଙ୍ଗାଲୁର ଥାନା ଅଞ୍ଚଳରେ ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ.. ଜଣେ ଯବାନ ଶହୀଦ ସୂଚନା..

ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଖୋଳତାଡ.. କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମର ଅନୁଧ୍ୟାନ.. ବ୍ରଜରାଜନଗର ଗାନ୍ଧୀ ଛକରେ କ୍ରାଇମ୍ ସ୍ପଟ୍ ଦେଖିଲା ଟିମ୍..

- Advertisement -

ଚମ୍ପିଆନ୍ସ ଟ୍ରଫି ବିଜେତା ଟିମ ଇଣ୍ଡିଆ ପାଇଁ ୫୮ କୋଟିର ପୁରସ୍କାର ଘୋଷଣା କଲା ବିସିସିଆଇ.. ଖେଳାଳି, ପ୍ରଶିକ୍ଷକ, ସହାୟକ କର୍ମଚାରୀ, ଚୟନ କମିଟି ସଦସ୍ୟଙ୍କୁ ମିଳିବ ପୁରସ୍କାର ରାଶି..

୨୫ ସେଲିବ୍ରିଟିଙ୍କ ବିରୋଧରେ ଥାନାରେ ଏଥଲା.. ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କଲା ତେଲଙ୍ଗାନା ପୁଲିସ.. ବେଆଇନ ବେଟିଂ ଆପ୍‌କୁ ପ୍ରୋତ୍ସାହନ ଦେବା ଅଭିଯୋଗରେ ଏତଲା..

୪୬୦ ସ୍କୁଲ ବସ୍‌ର ନାହିଁ ଫିଟନେସ୍.. ବିଧାନସଭାରେ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା..

 

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories