www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଯାଜପୁର କଳିଙ୍ଗ ନଗର ଟାଟା ଷ୍ଟିଲରେ ଅଘଟଣ.. ଷ୍ଟିଲ୍‌ ମେଲ୍‌ଟିଂ ସପ୍‌ରେ ବିସ୍ଫୋରଣ ସୂଚନା.. ୮ରୁ ଊର୍ଦ୍ଧ୍ବ ଶ୍ରମିକ ଆହତ.. ସମସ୍ତ ଆହତ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି..

୪୩ ଲକ୍ଷ ଟଙ୍କାର ସରକାରୀ ଅର୍ଥରେ କ୍ରିକେଟ୍‌ ବେଟିଂ କରି ପିଇଓ ଗିରଫ.. ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଈପୁର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ..

- Advertisement -

ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର.. କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ.. ଘାଟିକିଆରେ ଦେଶୀ ମଦ ଚାଲାଣବେଳେ ଧରିଲା ଅବକାରୀ ବିଭାଗ.. ଦୁଇ ବେପାରୀ ଗିରଫ..

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି.. ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ସାଙ୍ଗର ଠେଙ୍ଗା ମାଡରେ ସାଙ୍ଗର ମୃତ୍ୟୁ.. ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୁତୁଲାମହୁଲ ଗାଁରେ ଅଭାବନୀୟ ଘଟଣା.. ଟଙ୍କା ନେଣଦେଣକୁ ନେଇ ଦୁଇ ସାଙ୍ଗଙ୍କ ମଧ୍ୟରେ ହୋଇଥିଲା ବଚସା.. ଅଭିଯୁକ୍ତ ସାଙ୍ଗ ଫେରାର..

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories