www.samajalive.in
Saturday, December 13, 2025
26.1 C
Bhubaneswar

ମାର୍ଚ୍ଚ ୨୪ ସୋମବାର ବନ୍ଦ ରହିବ ଜନଶୁଣାଣୀ

ଡେସ୍କ: ଆସନ୍ତା ମାର୍ଚ୍ଚ ୨୪ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ହେବ ନାହିଁ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories