www.samajalive.in
Monday, December 8, 2025
27.1 C
Bhubaneswar

ଓ.ପି ଜିନ୍ଦଲ ମେମୋରିଆଲ ଫୁଟବଲ ପ୍ରତିଯୋଗିତା, ସେରେଣ୍ଡା ଚମ୍ପିଆନ

କେନ୍ଦୁଝରଗଡ଼଼: ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ କାଶିଆ ଆଇରନ ଏଣ୍ଡ ଡୋଲୋମାଇଟ ଖଣି ପାର୍ଶ୍ବବର୍ତ୍ତୀ କାଶିଆ (କ) ଗ୍ରାମରେ ଚାଲିଥିବା ଓ.ପି ଜିନ୍ଦଲ ମେମୋରିଆଲ ଫୁଟବଲ ପ୍ରତିଯୋଗିତାରେ କାଶିଆ (ଖ) ଦଳକୁ ପେନାଲ୍ଟି ସୁଟଆଉଟରେ ହରାଇ ସେରେଣ୍ଡା ଦଳ ଚାମ୍ପିଅନ ହୋଇଛି। ୩ଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ସେରେଣ୍ଡା ଓ ଭଦ୍ରାସାହି ପଞ୍ଚାୟତର ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚରେ ବଡ଼ବିଲ ଏସଡିପିଓ ଡି.ଏନ୍‌‌ ପିଙ୍ଗୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜୟୀ ଦଳକୁ ଚମ୍ପିଆନ ଟ୍ରଫି ପ୍ରଦାନ କରିଥିଲେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories