www.samajalive.in
Monday, December 15, 2025
26.1 C
Bhubaneswar

ବିଶ୍ୱସ୍ତରୀୟ ହେବ ରାସ୍ତା, ଗଠନ ହେବ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣ

ଡେସ୍କ: ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ ସ୍ୱୟଂଶାସିତ ସଂସ୍ଥା ଗଠନ କରାଯିବା ସହ ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories