www.samajalive.in
Saturday, December 6, 2025
16.1 C
Bhubaneswar

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା, ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ସିବିଆଇ ପକ୍ଷରୁ ୪ ବର୍ଷ ପରେ କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି । ମୁମ୍ବାଇ କୋର୍ଟରେ ସିବିଆଇ ପକ୍ଷରୁ  କ୍ଲୋଜର ରିପୋର୍ଟ ଦାଖଲ ହୋଇଛି। ପରସ୍ପର ପ୍ରତି ସୁଶାନ୍ତଙ୍କ ବାପା ଏବଂ ରିୟା କରିଥିବା ମାମଲାର କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି। ସିବିଆଇ ପକ୍ଷରୁ ରିୟା ଚକ୍ରବର୍ତ୍ତି ଏବଂ ପରିବାରକୁ କ୍ଲିନ ଚିଟ୍‌‌ ଦିଆଯାଇଥିବାବେଳେ ସୁଶାନ୍ତଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହନ୍ତି ସୂଚନା ଦିଆଯାଇଛି। ତେବେ ସୁଶାନ୍ତଙ୍କ ପରିବାର ପକ୍ଷରୁ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍‌‌ ଦାଖଲ କରାଯାଇପାରିବ ବୋଲି କୁହାଯାଇଛି। ମୁମ୍ବାଇ ବାନ୍ଦ୍ରାସ୍ଥିତ ଘରେ ଝୁଲନ୍ତା ଅବସ୍ଥାରେ ୧୪ ଜୁନ ୨୦୨୦ରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories