www.samajalive.in
Wednesday, December 10, 2025
14.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ମୟୂରଭଞ୍ଜ ଜିଲା ଗସ୍ତ କରି କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ.. କହିଲେ କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟାସୁଦ୍ଧା ମିଳିବ ସହାୟତା ରାଶି..

ପୁରୀ ଶ୍ଵେତଗଙ୍ଗା ପୁ​‌ଷ୍କରିଣୀରୁ ଯୁବକଙ୍କ ମୃତଦେହ ଉଦ୍ଧାର.. ଯୁବକଜଣକ ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବେଣାପୁରର ଗୋବିନ୍ଦ ବିନ୍ଧାଣି(୨୦) ବୋଲି ଜଣାପଡ଼ିଛି..

- Advertisement -

ନବ ଦାସ ହତ୍ୟାକାଣ୍ଡ ମାମଲା.. ଝାରସୁଗୁଡା ଛାଡିଲା କ୍ରାଇମବ୍ରାଞ୍ଚ.. ଚୌଦ୍ବାର ଜେଲରେ ଗୋପାଳକୁ କରିପାରେ ଜେରା..

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ.. ନୟାଗଡ଼ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି..

ଆମେରିକାରେ ଭାରତୀୟ ବଂଶୋଦ୍ଭବ ବାପା-ଝିଅଙ୍କୁ ଗୁଳି କରି ହତ୍ୟା.. ଏକ ତେଜରାତି ଦୋକାନରୁ ଉଭୟଙ୍କ ମୃତଦେହ ଉଦ୍ଧାର.. ମୃତକ ପ୍ରଦୀପ କୁମାର ପଟେଲ ଏବଂ ତାଙ୍କ ଝିଅ ଭର୍ଜିନିଆର ଲ୍ୟାଙ୍କଫୋର୍ଡ ହାଇୱେସ୍ଥିତ ଆକୋମାକ୍ କାଉଣ୍ଟିରେ ଏକ ଦୋକାନରେ କାମ କରୁଥିଲେ.. ସେହି ଦୋକାନ ଭିତରେ ହିଁ ତାଙ୍କୁ ଗୁଳି କରାଯାଇଥିବା ସୂଚନା..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories