www.samajalive.in
Sunday, December 7, 2025
13.1 C
Bhubaneswar

ଛତୁଆ ଖାଇ ୨ ଭଉଣୀ ମୃତ, ବାପା ଓ ବଡ଼ ଭଉଣୀ ଗୁରୁତର

ମୋହନା: ଆର୍‌‌. ଉଦୟଗିରି ବ୍ଲକ ରାମଗିରି ଗାଁରେ ଅଘଟଣ। ଛତୁଆ ଖାଇବା ପରେ ୨ ଭଉଣୀଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ କରାଯାଇଛି। ଛତୁଆ ଖାଇବା ପରେ ଉଭୟ ଭଉଣୀ ଗୁରୁତର ହୋଇପଡ଼ିଥିଲେ। ସେମାନଙ୍କୁ ରାମଗିରି ହସ୍ପିଟାଲ ଏବଂ ପାରଳାଖେମୁଣ୍ଡି ହସ୍ପିଟାଲ୍‌‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ରାମଗିରି ହସ୍ପିଟାଲ ଏବଂ ପାରଳାଖେମୁଣ୍ଡି ହସ୍ପିଟାଲ୍‌‌ରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଛତୁଆ ଖାଇବା ପରେ ୩ ଓ ୬ ବର୍ଷର ଝିଅଙ୍କ ମୃତ୍ୟୁ ହୋଇଥିବାବେଳେ ବାପା ଓ ବଡ଼ ଝିଅ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ବାପା ଓ ବଡ଼ ଝିଅ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories