www.samajalive.in
Wednesday, December 10, 2025
26.1 C
Bhubaneswar

୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ୍

ଭୁବନେଶ୍ଵର: ରାଜ୍ୟର ୭୬୪ ଗ୍ରାମ ପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା। ଆଜି ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ। ୧୬୭ ବ୍ଲକର ୭୬୪ ଗ୍ରାମପଞ୍ଚାୟତରେ ମୋବାଇଲ ଟାଓ୍ବାର ନାହିଁ। ସର୍ବାଧିକ କନ୍ଧମାଳ ଜିଲ୍ଲାର ୧୦୬ଟି ପଞ୍ଚାୟତରେ ଟାଓ୍ବାର ନ ଥିବା ସୂଚନା ମିଳିଛି। ୨୦୨୫ ଜୁନ୍ ମାସ ସୁଦ୍ଧା ବଳକା ୨ ହଜାର ୧୯୨ଟି ଟାଓ୍ବାର କାର୍ଯ୍ୟକ୍ଷମ ହେବ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories