www.samajalive.in
Monday, December 8, 2025
24.1 C
Bhubaneswar

୨ୟ ଟି-୨୦: ନ୍ୟୁଜିଲ୍ୟାଣ୍ଡକୁ ୭ ୱିକେଟରେ ହରାଇଲା ଭାରତ

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡର ଅଉକ୍‌ଲାଣ୍ଡ୍‌ ସ୍ଥିତ ଇଡେନ୍‌ ପାର୍କ ଠାରେ ଶୁକ୍ରବାର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୭ ୱିକେଟରେ ପରାସ୍ତ କରିଛି ଭାରତ। ଏହି ବିଜୟ ସହ ଭାରତ ତିନିଟିକିଆ ଟି-୨୦ ସିରିଜରେ ୧-୧ରେ ସମାନ ସ୍ଥିତିକୁ ଆସିଛି।

ନ୍ୟୁଜିଲ୍ୟାଣ୍ଡ ପ୍ରଥମେ ବ୍ୟାଟିଂ କରି ଭାରତ ପାଇଁ ୧୫୯ରନର ବିଜୟ ଲକ୍ଷ୍ୟ ରଖିଥିଲା। ନ୍ୟୁଜିଲ୍ୟାଣ୍ଡର ୧୫୯ରନର ବିଜୟ ଲକ୍ଷ୍ୟକୁ ପିଛାକରି ଭାରତ  ୭ଟି ବଲ ପୂର୍ବରୁ ୧୬୨ ରନ୍‌ କରି ବିଜୟ ହାସଲ କରିଛି। ଭାରତୀୟ ଦଳକୁ ବିଜୟ ପାଇଁ ୧ ରନ୍‌ ଦରକାର ଥିବାବେଳେ ରିଷଭ ପନ୍ତ ୪ ରନ୍‌ ମାରି ଭାରତ ପାଇଁ ବିଜୟୀ କରିଛନ୍ତି। ୪ ଓଭରରେ ୩ଟି ୱିକେଟ୍‌ ନେଇ ମାତ୍ର ୨୮ ରନ୍‌ ଦେଇଥିବା କୃନାଲ ପାଣ୍ଡ୍ୟାଙ୍କୁ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ବିବେଚନା କରାଯାଇଛି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories