www.samajalive.in
Sunday, December 14, 2025
14.1 C
Bhubaneswar

୧୨୦ ଅଫିସର ଓ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ, ୩୯ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା ହୋଇଛନ୍ତ ବୋଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି। ୧୨୦ ଅଫିସର ଓ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ୩୯ଜଣ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୫୯କୋଟି ୪୭ଲକ୍ଷ ୮୪ହଜାର ୯୮୧ ଟଙ୍କା ଜବତ ହୋଇଛି। ୧୦୫୩ଟି ମାମଲାରେ ଅଭିଯୁକ୍ତ ଦୋଷମୁକ୍ତ, ୯୩୯ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories