www.samajalive.in
Monday, December 15, 2025
17.1 C
Bhubaneswar

୩ ବର୍ଷରେ ୩୯୯୯ ହତ୍ୟା ମାମଲା ରୁଜୁ, ୫ଲକ୍ଷ ୯୨ ହଜାର ୨୫୭ ଅପରାଧିକ ମାମଲା ପଞ୍ଜୀକରଣ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବିଗତ ୩ ବର୍ଷରେ ଅପରାଧର ତଥ୍ୟ ପ୍ରଦାନ କରାଯାଇଛି। ରାଜ୍ୟରେ ୩ ବର୍ଷରେ ୫ଲକ୍ଷ ୯୨ ହଜାର ୨୫୭ ଅପରାଧିକ ମାମଲା ପଞ୍ଜୀକରଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଲିଖିତ ଉତ୍ତର ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ୩୯୯୯ ହତ୍ୟା ମାମଲା ରୁଜୁ କରାଯାଇଛି। ସେହିପର ୯୦୬୪ ଦୁଷ୍କର୍ମ ମାମଲା ରୁଜୁ ହୋଇଥିବାବେଳେ ୪୯, ୫୪୯ ଚୋରି ମାମଲା ରୁଜୁ କରାଯାଇଛି। ୧୩୫୨ ଡକାୟତି ଓ ୫୩୪୭ ଦଙ୍ଗା ମାମଲା ରୁଜୁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories