www.samajalive.in
Friday, December 5, 2025
27.1 C
Bhubaneswar

ପିଚୁ ଗାଡି-ହାଇଓ୍ବା ଧକ୍କା, ୩ ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories