www.samajalive.in
Sunday, December 7, 2025
14.1 C
Bhubaneswar

କୋଇଲା ବୋଝେଇ ଟ୍ରେନ୍‌‌ରେ ନିଆଁ

ଜଳେଶ୍ୱର: ଅମର୍ଦ୍ଦା ଷ୍ଟେସନରେ କୋଇଲା ବୋଝେଇ ଟ୍ରେନ୍‌‌ରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି। ଏହି କୋଇଲା ବେଝେଇ ଟ୍ରେନ୍‌‌ ଖଡ଼ଗପୁର ଅଭିମୁଖେ ଯାଉଥିଲା। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି, ତେବେ କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ। ଖବର ପାଇ ରେଲୱେ ପୁଲିସ, ବରିଷ୍ଠ ରେଳ ଅଧିକାରୀ ଏବଂ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories