www.samajalive.in
Monday, December 8, 2025
24.1 C
Bhubaneswar

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର: ଏଡିଜେ କୋର୍ଟ-୨ ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି। ଏଡିଜେ କୋର୍ଟ-୨ ପକ୍ଷରୁ ପ୍ରକାଶିତ ରାୟରେ ଦୋଷୀ ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦିଆଯାଇଛି।

ଜଟଣୀରେ ୨୦୧୭ ମାର୍ଚ୍ଚ ୨ରେ ଘଟିଥିଲା ଏହି ହତ୍ୟାକାଣ୍ଡ। ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରା ମାରଣାସ୍ତ୍ର ଓ ଲୁହାରଡରେ ଅନୁପଙ୍କୁ ପିଟିପିଟି ହତ୍ୟା କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories