www.samajalive.in
Thursday, December 11, 2025
18.1 C
Bhubaneswar

ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଇସିଙ୍ଗା ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ମାଲପୁରା ଗାଁ ନିକଟରେ ଥିବା ରେଳଧାରଣରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ମାଲପୁରା ଗାଁର ବାପି ଦେହୁରୀ ବୋଲି ଜଣାପଡିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories