www.samajalive.in
Tuesday, December 9, 2025
16.1 C
Bhubaneswar

ଧକ୍କା ଦେଲା ବସ୍‌, ଘଟଣାସ୍ଥଳରେ ଦୁଇ ମୃତ

ପୁରୀ: ପୁରୀ ଜିଲ୍ଲା ଗୁଡିଆ ପୋଖରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଦୁଇ ମୃତ। ଆଜି ସକାଳେ ଅନ୍ନପୂର୍ଣ୍ଣା ନାମକ ଏକ ଘରୋଇ ବସ୍ ଦୁଇ ଜଣଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ମୃତକ ମାନେ ଖୋର୍ଦ୍ଧା ଜିଲ୍ଲାର ଝିଲ୍ଲି ପ୍ରଧାନ ଏବଂ ଶ୍ରିୟାଶୁଂ ପ୍ରଧାନ ବୋଲି ଜଣାପଡିଛି। ଦୁର୍ଘଟଣାରେ ବସ୍ ର ସାମ୍ନା ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବସ୍‌ଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories