www.samajalive.in
Tuesday, December 9, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଅମିନ ଶିଶିର କୁମାର ନାଏକ.. ଜମି ପଟ୍ଟାର ନକ୍ସା ତିଆରି ପାଇଁ ଜଣେ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ..

ବିଧାନସଭା ପରିସର ପାଲଟିଲା ରଣକ୍ଷେତ୍ର.. ବ୍ୟାରିକେଡ୍‌ ଭାଙ୍ଗିଲେ କଂଗ୍ରେସ ଓ ବିଜେଡି ବିଧାୟକ.. ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ନିଲମ୍ବିତ.. ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କଲେ ବାଚସ୍ପତି..

- Advertisement -

ଛତିଶଗଡ଼ର ସୁକମା ଜିଲାରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ.. ସେମାନଙ୍କ ନାମରେ ଘୋଷଣା ହୋଇଥିଲା ୨୬ ଲକ୍ଷ ଟଙ୍କାର ସାମୂହିକ ପୁରସ୍କାର.. ସୂଚନା ଦେଲେ ସୁକମା ପୁଲିସ ଅଧିକ୍ଷକ କିରଣ ଚଭନ..

ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଚଢାଉ କରିଥିଲା ଭିଜିଲାନ୍ସ..

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେଶ ବଘେଲଙ୍କ ବାସଭବନରେ ସିବିଆଇ ଚଢାଉ.. ମହାଦେବ ବେଟିଂ ଆପ୍ ଦୁର୍ନୀତି ମାମଲାରେ ଚଢାଉ ହୋଇଥିବା ସୂଚନା..

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ୍ ଟଣ୍ଡନ୍.. ବିଧିବଦ୍ଧ ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପତି..

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories