www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ବରରେ ପୁଲିସ୍ ଛାଉଣୀ: କଂଗ୍ରେସ ବିକ୍ଷୋଭ ପାଇଁ ଜଗିଛନ୍ତି ୮୦ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ଵର: ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଆଜି  ବିଧାନସଭା ଘେରାଉ କରିଛି କଂଗ୍ରେସ। ଯାହାକୁ ନେଇ ରାଜଧାନୀ ଭୁବନେଶ୍ଵରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀର ସବୁ ଗୁରୁତ୍ଵପୂର୍ଣ୍ଣ ଛକ ଏବଂ ମୁଖ୍ୟ ରାସ୍ତାରେ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ପାଇଁ ମୋଟ୍ ୮୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଘଟେ , ସେଥିପ୍ରତି ସୁରକ୍ଷାକର୍ମୀ ମାନେ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories