www.samajalive.in
Saturday, December 13, 2025
23.1 C
Bhubaneswar

ଅପରାହ୍ନ ୫ଟା ମୁଖ୍ୟ ଖବର

ମିଆଁମାରରେ ଦୁଇ ଦୁଇ ଥର ଶକ୍ତିଶାଳୀ ଭୂକମ୍ପ.. ରିକ୍ଟର ସ୍କେଲରେ ତୀବ୍ରତା ୭.୨ ଓ ୭.୦ ରେକର୍ଡ଼.. ବ୍ୟାଙ୍ଗ୍‌କକ୍‌ ବି ଥରିଲା.. ଭୂମିକମ୍ପରେ ବର୍ତ୍ତମାନସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା.. ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା.. ଭୂମିକମ୍ପ ପରେ ବ୍ୟାଙ୍ଗ୍‌କକ୍‌ରେ ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ..

ମିଆଁମାର ଓ ଥାଇଲାଣ୍ଡ ଭୂମିକମ୍ପକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. କହିଲେ ଏହି ସମୟରେ ସମସ୍ତ ପ୍ରକାର ସହାୟତା ପାଇଁ ଭାରତ ପ୍ରସ୍ତୁତ..

- Advertisement -

ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା.. ମହଙ୍ଗା ଭତ୍ତା ୨% ବୃଦ୍ଧି କଲେ ସରକାର.. ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି..

ବିଧାନସଭା ଶୂନ୍ୟ କାଳରେ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ୍‌ ବୃଦ୍ଧି ନେଇ ବିଜେପି ଓ ବିଜେଡିର ଦାବି..

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ.. ବିଧାନସଭାରେ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ..

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ..

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories