www.samajalive.in
Sunday, December 7, 2025
18.1 C
Bhubaneswar

ଭିଆର୍‌ଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍‌ !

ଭୁବନେଶ୍ଵର: ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ ! ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ। ସୁଜାତା କାର୍ତ୍ତିକେୟନ୍‌ଙ୍କ ଆବେଦନକୁ କେନ୍ଦ୍ର ମଞ୍ଜୁର କରିଥିବା ସୂଚନା ମିଳିଛି। ୨୦୦୦ ବ୍ୟାଚ୍‌ ର ଆଇଏଏସ୍ ଅଫିସର ହେଉଛି ସୁଜାତା କାର୍ତ୍ତିକେୟନ୍। ବିଜେଡି ନେତା ଭିକେ ପାଣ୍ଡିଆନ୍‌ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍। ପୂର୍ବରୁ ଭିଆର୍‌ଏସ୍‌ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ। ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ ପାଣ୍ଡିଆନ୍। କିଛି ଦିନ ତଳେ ପାଣ୍ଡିଆନ୍ ଏକ ଅନ୍ତର୍ଜାତୀୟ ସଂସ୍ଥାରେ ଯୋଗଦେବେ ବୋଲି ଚର୍ଚ୍ଚା ହୋଇଥିଲା। ତେବେ ଭିଆର୍‌ଏସ୍‌ ନେବା ପରେ ସୁଜାତା ଏବଂ ପାଣ୍ଡିଆନ୍‌ ଙ୍କ ଆଭିମୁଖ୍ୟ କଣ ରହିବ , ତା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories