www.samajalive.in
Saturday, December 6, 2025
14.1 C
Bhubaneswar

ପୁଲିସ୍‌-ମାଓବାଦୀ ଗୁଳି ବିନିମୟ, ମୃତାହତ ନେଇ ମିଳିନି ସୂଚନା

ବଲାଙ୍ଗୀର: ଗନ୍ଧମାର୍ଦ୍ଦନ ପାହାଡରେ ପୁଲିସ୍-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। କାଲି ରାତିରୁ ଖପ୍ରାଖୋଲ ଥାନା ଗନ୍ଧମାର୍ଦ୍ଦନ ପାହାଡ ପାଦଦେଶରେ ଗୁଳି ବିନିମୟ ଜାରି ରହିଛି। ଉକ୍ତ ସ୍ଥାନରେ ମାଓବାଦୀମାନେ ଲୁଚି ରହିଥିବାର ଖବର ପାଇ ପୁଲିସ୍ କମ୍ବିଂ ଅପରେସନ୍ ଜାରି ରଖିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ କେହି ମୃତାହତ ନେଇ କୌଣସି ସୂଚନା ମିଳିନି। ସେପଟେ ଛତିଶଗଡ ସୁକମା ଜିଲ୍ଲାରେ ମଧ୍ୟ  ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories