www.samajalive.in
Monday, December 8, 2025
20.1 C
Bhubaneswar

ଦୁଇ ବର୍ଷରେ ତୁଟିବ ଜଗନ୍ନାଥ ଜମି ବିବାଦ: ଆଇନ୍ ମନ୍ତ୍ରୀ

ଭୁବନେଶ୍ଵର: ୩ ମାସ ଭିତରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି। ଏ ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ। ଜଗନ୍ନାଥ ଜମି ଦଖଲରେ ଥିବା ଲୋକଙ୍କୁ ଲ୍ୟାଣ୍ଡ ସେଟେଲମେଣ୍ଟ କରାଯିବ। ଜବରଦଖଲ କରିଥିବା ଲୋକଙ୍କୁ ୧୦୦ ଡେିସିମିଲ ଜାଗା ରିହାତି ଦରରେ ଯୋଗାଇଦିଆଯିବ। ୨୪ ଜିଲ୍ଲାରେ  ୬୦ ହଜାର ୪୨୬.୯୪ ଏକର ଜଗନ୍ନାଥ ଜମି ରହିଛି। ୩୮ ହଜାର ୬୧ ଏକର ଜମିର ସଂଶୋଧିତ ସତ୍ତ୍ଵଲିପି ରହିଛି। ୬ଟି ରାଜ୍ୟରେ ୩୯୫.୨୫ ଏକର ଜଗନ୍ନାଥ ଜମି ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories