www.samajalive.in
Monday, December 8, 2025
20.1 C
Bhubaneswar

ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର। ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଣତ୍ତରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଆଜି ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡ଼ା କହିଛନ୍ତି ଯେ ସୁଭଦ୍ରାର ଦ୍ୱିତୀୟ କିସ୍ତିରେ ୧ଲକ୍ଷ ୮୩ହଜାର ୭୮୫ ମହିଳା ବାଦ ପଡ଼ିଛନ୍ତି। ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା ପାଇଥିଲେ। ଦ୍ୱିତୀୟ କିସ୍ତିରେ ୯୮ଲକ୍ଷ ୮୨ହଜାର ୯୨ଜଣ ଟଙ୍କା ପାଇଛନ୍ତି। ପ୍ରଥମ କିସ୍ତିରେ ସରକାର ୫ହଜାର ୩୨କୋଟି ୯୩ଲକ୍ଷ ଦେଇଛନ୍ତି। ଦ୍ୱିତୀୟ କିସ୍ତିରେ ୪ହଜାର ୯୪୧କୋଟି ୪ଲକ୍ଷ ପ୍ରଦାନ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ପ୍ରକାଶ କରିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories