www.samajalive.in
Monday, December 8, 2025
27.1 C
Bhubaneswar

ମାର୍ଚ୍ଚ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର :  ମାର୍ଚ୍ଚ ୩୧ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସରକାରୀ ଛୁଟି ଦିନ ଥିବା ଯୋଗୁ ଏହି ସୋମବାର ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories