www.samajalive.in
Saturday, December 6, 2025
16.1 C
Bhubaneswar

କାଲିଠୁ କମିବ ତାତି !

ଭୁବନେଶ୍ବର : ସୋମବାରଠାରୁ ରାଜ୍ୟରେ କମିବ ତାତି। ଆଜି ଗ୍ରୀଷ୍ମ ସାଙ୍ଗକୁ ଉଷ୍ମ ଏବଂ ଆଦ୍ର ସ୍ଥିତି ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ୧୧ ଜିଲ୍ଲା ପାଇଁ ଚେତାବନୀ ଜାରି ହୋଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ , ଗଜପତି, ପୁରୀ, ଜଗତସିଂହପୁର, ନୟାଗଡା, ଖୋର୍ଦ୍ଧା , କଟକ , ଯାଜପୁର , ଭଦ୍ରକ , ବାଲେଶ୍ଵର ଏବଂ କେନ୍ଦ୍ରାପଡା । ସେହିଭଳି ୬ ଜିଲ୍ଲା ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି। ଏପ୍ରିଲ ୨ ତାରିଖରୁ  ପାଗରେ ପରିବର୍ତ୍ତନ ହେବ। କୋରାପୁଟ,ମାଲକାନଗିରି ପରି ଦକ୍ଷିଣ ଓଡ଼ିଶା ଜିଲାକୁ ହାଲୁକା ବର୍ଷା ଏବଂ କାଳବୈଶାଖୀ ରହିଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories