www.samajalive.in
Sunday, December 7, 2025
23.1 C
Bhubaneswar

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା-ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା

ଭୁବନେଶ୍ୱର: କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ପୂର୍ବତଟ ରେଲୱେ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଜଣେ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ। ସେହିପରି ଜଣେ ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ଏବଂ ୨ଜଣ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories