www.samajalive.in
Monday, December 8, 2025
24.1 C
Bhubaneswar

ସେକ୍କ ରାକେଟ ଠାବ: ୪ ରୂପଜୀବୀଙ୍କ ସହ ୧୦ ଗ୍ରାହକ ଅଟକ, ୫ ବାଇକ ସହ ବହୁ ଆପତ୍ତିଜନକ ସାମଗ୍ରୀ ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲାରେ ସଦର ଥାନା ପୁଲିସ ବଡ଼ ଧରଣର ସେକ୍ସ ରାକେଟ ଠାବ କରିବାରେ ସଫଳ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ସଦର ଥାନା ଦଧି ମାଛ ଗାଡ଼ିଆ ଅଞ୍ଚଳରେ ଚଢ଼ାଉ କରିଥିଲା। ସମୟରେ ଏକ ଘରେ ରୂପଜୀବୀଙ୍କ ସହ କିଛି ଗ୍ରାହକ ଅସଞ୍ଜତ ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା। ଦେହ ବ୍ୟବସାୟ ଅଭିଯୋଗରେ ୪ଜଣ ରୂପଜୀବୀଙ୍କ ସହ ୧୦ଜଣ ଗ୍ରାହକଙ୍କୁ ଅଟକ ରଖି ପୁଲିସ ପଚରାଉଚୁରା କରୁଛି। ଘଟଣାସ୍ଥଳରୁ ୫ଟି ବାଇକ ସହ ବହୁ ଆପତ୍ତିଜନକ ସାମଗ୍ରୀ ଜବତ କରିଥିବା ସଦର ଥାନା ପୁଲିସ ସୂଚନା ଦେଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories