www.samajalive.in
Monday, December 8, 2025
24.1 C
Bhubaneswar

ଟ୍ରକ୍‌‌-ହାଇୱା ଧକ୍କା, ଡ୍ରାଇଭର ମୃତ

ଆନନ୍ଦପୁର: ଜାତୀୟ ରାଜପଥ ୨୦ ଘଷିପୁରା ଥାନା ଶୈଳଙ୍କ ନିକଟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଛି। ଟ୍ରକ ଓ ହାଇୱା ଧକ୍କାରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ହେଲପର ଆହତ ହୋଇଥିବା ସୂଚନା ମିଳିଛି। ଜାତୀୟ ରାଜପଥ ୨୦ ଘଷିପୁରା ଥାନା ଶୈଳଙ୍କ ନିକଟରେ ଏକ ଟ୍ରକ୍‌‌ ଓ ହାଇୱା ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ହେଲପରଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories