www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ୫ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ୩୧.୦୩.୨୦୨୫(ସୋମବାର) ଚୈତ୍ର, ଶୁକ୍ଳ ଦ୍ବିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୫.୦୦ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories