www.samajalive.in
Friday, December 12, 2025
27.1 C
Bhubaneswar

ବିଦ୍ୟୁତ୍ ଆଘାତରେ ୨୭ ହାତୀଙ୍କର ମୃତ୍ୟୁ

ଭୁବନେଶ୍ଵର: ୫ ବର୍ଷ​‌ରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ହାତୀଙ୍କର ମୃତ୍ୟୁ ଘଟିଛି। କେବଳ ପଶ୍ଚିମ ଓଡିଶାରେ ୧୭ ହାତୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨୦୨୪-୨୫ରେ ସର୍ବାଧିକ ୧୧ ହାତୀ ଏବଂ ୨୦୨୩-୨୪ ମସିହାରେ ୨ଟି ହାତୀଙ୍କର ମୃତ୍ୟୁ ଘଟିଛି।  ଆଜି ବିଧାନସଭାରେ ଏ ନେଇ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ।

Hot this week

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

Related Articles

Popular Categories