www.samajalive.in
Sunday, December 14, 2025
26.1 C
Bhubaneswar

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ଡେସ୍କ: ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଆଜି ଏକ ବିବୃତିରେ କହିଛି ଯେ ଜାତୀୟ ରାଜପଥ ଭିତ୍ତିଭୂମିର ବିକାଶ ପାଇଁ ପୁଞ୍ଜି ବ୍ୟୟ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାର ଲକ୍ଷ୍ୟ ଧାର୍ଯ୍ୟ ବ୍ୟୟ ତୁଳନାରେ ଅସ୍ଥାୟୀ ଭାବେ ସର୍ବକାଳୀନ ସର୍ବୋଚ୍ଚ ସ୍ତର ୨ ଲକ୍ଷ ୫୦ ହଜାର କୋଟି ଟଙ୍କାରେ ପହଞ୍ଚିଛି। ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ସାମଗ୍ରିକ ପୁଞ୍ଜି ବ୍ୟୟ ପ୍ରାୟ ୨୧% ଏବଂ ୨୦୨୨-୨୩ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ ୪୫% ବୃଦ୍ଧି ପାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories