www.samajalive.in
Monday, December 15, 2025
24.1 C
Bhubaneswar

ଦେଖନ୍ତୁ ଭିଡିଓ ; ଜଳନ୍ତା ଜୁଇରୁ ଉଠି ଠିଆ ହେଲେ ବୃଦ୍ଧ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଅନେକ ଭିଡିଓ ଅଧିକାଂଶ ସମୟରେ ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି, ଯାହାକୁ ଦେଖି ଲୋକେ ସ୍ତବ ହୋଇଯିବା ସହ ସହଜରେ ବିଶ୍ୱାସ କରି ପାରୁ ନାହାଁନ୍ତି ।
ଭିଡିଓଟିରେ ଜଣେ ବୃଦ୍ଧ ଜଳନ୍ତା ଜୁଇରୁ ଜୀବିତ ହୋଇ ଉଠୁଥିବା ଦେଖାଯାଉଛି । ଜଳନ୍ତା ଜୁଇ ନିକଟରେ କିଛି ଲୋକେ ଠିଆ ହୋଇଛନ୍ତି । ହଠାତ୍‌ ସେହି ଜୁଇରୁ ବୃଦ୍ଧ ଜଣକ ଉଠିବା ସହ ଠିଆ ହୋଇଯାଇଥିବା ଦେଖାଯାଇଛି। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟଚକିତ ହୋଇଯାଇଛନ୍ତି ।


ଏହି ଭିଡିଓଟି କେଉଁ ସ୍ଥାନର ତାହାର ସ୍ପଷ୍ଟତା ମିଳି ପାରି ନାହିଁ । ଭିଡିଓଟି ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ଲୋକେ ଏହାକୁ ଦେଖି ଭିନ୍ନ ଭିନ୍ନ ମତ ଦେଇଛନ୍ତି । ଭିଡିଓରେ ସତ୍ୟତା କେତେ ରହିଛି ସେନେଇ ମଧ୍ୟ କୌଣସି ସ୍ପଷ୍ଟତା ନାହିଁ । ମାତ୍ର ଏହା ଏବେ ଖୁବ୍‌ ଭାଇରାଲ୍‌ ହେଉଛି ।

ଏୟାରଟେଲ୍‌ ୩୮ କୋଟି ଉପଭୋକ୍ତାଙ୍କ ପାଇଁ ଆଣିଲା ଆଶ୍ୱସ୍ତି, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

- Advertisement -

୨ ମାସର ଶିଶୁ ପୁତ୍ରକୁ ଚଟାଣରେ ପିଟି ପିଟି ହତ୍ୟା କଲା ବାପା

ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ମହଙ୍ଗା ପଡିଲା ମାଙ୍କଡ ସହ ରିଲ୍ସ, ହେଲା ଏମିତି..

ଆଉ ୨ ଦିନ ପରେ ଶକ୍ତିଶାଳୀ ରାଜଯୋଗ ; ଏହି ରାଶିଙ୍କୁ ମିଳିବ ଧନ,ସରକାରୀ ଚାକିରି, ହେବେ ମାଲାମାଲ୍‌..

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories