www.samajalive.in
Monday, December 15, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ, ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି..

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ ପିସିସି ସଭାପତିଙ୍କ ଆହ୍ୱାନ, ଏପ୍ରିଲ ୧୫ରେ ରାଜ୍ୟବ୍ୟାପୀ କଂଗ୍ରେସର ମଶାଲ ଶୋଭାଯାତ୍ରା, ସମସ୍ତ ବ୍ଲକ ମୁଖ୍ୟାଳୟରେ ଶୋଭାଯାତ୍ରା କରିବ କଂଗ୍ରେସ,ଏପ୍ରିଲ ୨୧ରେ ଜିଲାପାଳ ଅଫିସ୍‌ ଘେରାଉ କରିବ କଂଗ୍ରେସ.. ନାରୀ ନିର୍ଯାତନା ପ୍ରସଙ୍ଗରେ ହେବ ଶୋଭାଯାତ୍ରା..

- Advertisement -

ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଆଉ ପଡିବନି ଚାର୍ଜ, ଆର୍ଥିକ ସଂସ୍ଥା ଗୁଡିକ ଏନେଇ ଯେଉଁ ଦେୟ ନେଉଥିଲେ, ଆଉ ପଡିବନି, ଏକ୍ସରେ ସୂଚନା ଦେଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ..

ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବାସିପିଠା ଅଞ୍ଚଳର ଏକ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା,
ମଦ୍ୟପାନ ଦେଖିଦେବାରୁ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କୁ ୯ମ ଛାତ୍ରଙ୍କ ରାଗିଂ, ଛୁରୀ ଭୁସି ମାରିଦେବେ ବୋଲି ଧମକ ଦେଇଥିଲେ..

ଓଡ଼ିଆ ପକ୍ଷ ପାଳନ ପାଇଁ ସ୍ୱତନ୍ତ୍ର ୱେବସାଇଟ୍, ଏପ୍ରିଲ ୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି..

ସମ୍ଵଲପୁରରେ ପୁଲିସ୍‌ ଡିଜି: ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଦେଲେ ଆହ୍ବାନ

ସରିଲା ବିଧାନସଭା ବଜେଟ୍ ଅଧିବେଶନ: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କ​‌ଲେ ବାଚସ୍ପତି, ୩ଟି କାର୍ଯ୍ୟଦିବସ ପୂର୍ବରୁ ଅଧିବେଶନ ଶେଷ..

ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍..

ତାତିରୁ ମିଳିବ ଆଶ୍ୱସ୍ତି : ୨ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ଆଲର୍ଟ..

ଭୁବନେଶ୍ବର ଉପକଣ୍ଠ ବିରିବନ୍ଧରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର..

 

ଆଉ ୨ ଦିନ ପରେ ଶକ୍ତିଶାଳୀ ରାଜଯୋଗ ; ଏହି ରାଶିଙ୍କୁ ମିଳିବ ଧନ,ସରକାରୀ ଚାକିରି, ହେବେ ମାଲାମାଲ୍‌..

ଏୟାରଟେଲ୍‌ ୩୮ କୋଟି ଉପଭୋକ୍ତାଙ୍କ ପାଇଁ ଆଣିଲା ଆଶ୍ୱସ୍ତି, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories