www.samajalive.in
Monday, December 15, 2025
24.1 C
Bhubaneswar

ଶିକାର ଭାବି ସାଙ୍ଗକୁ ଗୁଳିମାଡ

ଢେଙ୍କାନାଳ: ଢେଙ୍କାନାଳ ହିନ୍ଦୋଳ ବ୍ଲକ ରାସୋଳ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଶିକାରୀ ଗୁଳିରେ ଅନ୍ୟ ଜଣେ ଶିକାରୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଗତକାଲି ରାତିରେ ୫ ଜଣ ସାଙ୍ଗ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ।  ମାନପୁର ଗାଁର ପ୍ରଶାନ୍ତ ନାୟକ ନାମକ ଜଣେ ବ୍ୟକ୍ତି ଶିକାର ପାଇଁ ଗୁଳି ଚଳାଇବାବେଳେ ଅନ୍ୟ ଜଣେ ସାଙ୍ଗ ବାବୁଲା ନାୟକ ଦେହରେ ବାଜିଥିଲା। ଏବଂ ଘଟଣାସ୍ଥଳରେ ବାବୁଲାର ମୃତ୍ୟୁ ଘଟିଥିଲା। ପୁଲିସ୍ ଘଟଣାରେ ଅଭିଯୁକ୍ତ ପ୍ରଶାନ୍ତ ନାୟକକୁ ଗିରଫ କରିଥିବା ସୂଚନା ମିଳିଛି। ଅନ୍ୟ ସାଙ୍ଗ ମାନଙ୍କୁ ଡାକି ମଧ୍ୟ ପୁଲିସ୍ ଅଧିକ ପଚରାଉଚରା କରୁଛି।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories