www.samajalive.in
Wednesday, December 10, 2025
14.1 C
Bhubaneswar

ଦମ୍ପତିଙ୍କୁ ଲୁହାରଡରେ ପିଟି ସୁନାଅଳଙ୍କାର ଲୁଟ୍‌

ଭୁବନେଶ୍ୱର : ରାତି ଅଧରେ ଘରେ ପଶି ଦମ୍ପତିଙ୍କୁ ଲୁହାରଡରେ ପିଟି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ସହ ନଗଦ ଟଙ୍କା। ଏଭଳି ଏକ ଅଭାବନୀୟ ଘଟଣା ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ବାମନାଳ ପଞ୍ଚାୟତର କମଦରୀ ଗାଁରେ ଘଟିଛି। ଗତକାଲି ବିଳମ୍ବିତ ରାତିରେ କୁମର ଛାଟୋଇ (ଟେଣ୍ଟମାଲିକ)ଙ୍କ ଘରେ ମୁଖାପିନ୍ଧା ୨ ଜଣ ଲୁଟେରା ପଶି କୁମର ଓ ତାଙ୍କ ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କରି ପ୍ରାୟ ଏକ ଲକ୍ଷ ଟଙ୍କା, ସୁନାହାର ସହ ଅନ୍ୟ ଅଳଙ୍କାର ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟେରାଙ୍କ ଆକ୍ରମଣରେ ଦମ୍ପତି ଗୁରୁତର ଆହାତ ହୋଇଛନ୍ତି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇ ଚିିକିତ୍ସା କରାଯାଉଛି । ଖବର ପାଇ ବଳଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।

୧୨ ବର୍ଷ ପରେ ବୁଧ-ବୃହସ୍ପତିଙ୍କ ମହାସଂଯୋଗ ; ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାକୁ ମିଳିବ ନୂଆ ଚାକିରି, ସନ୍ତାନ ସୁଖ..

ହୃଦୟବିଦାରକ.. ଦେଖନ୍ତୁ ଭିଡିଓ; ବିବାହ ବାର୍ଷିକୀରେ ନାଚୁ ନାଚୁ ଚାଲିଗଲା ଜୀବନ

- Advertisement -

ଟାଟା ଆଣିଲା ଚକ ଥିବା ଏସି ; ମାତ୍ର ୨,୦୨୪ ଟଙ୍କା ଦେଇ ନେଇ ଆସନ୍ତୁ ଘରକୁ

ଏୟାରଟେଲ୍‌ ୩୮ କୋଟି ଉପଭୋକ୍ତାଙ୍କ ପାଇଁ ଆଣିଲା ଆଶ୍ୱସ୍ତି, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories