www.samajalive.in
Sunday, December 14, 2025
26.1 C
Bhubaneswar

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଖୋର୍ଦ୍ଧା: ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜଟଣୀ ଥାନା ଅଞ୍ଚଳରେ । ମୃତକ ବିକାଶ ନଗରର ମାନସ ଦଳେଇ ବୋଲି ଜଣାପଡିଛି।  ଗତକାଲି ବିଳମ୍ବିତ ରାତିରେ ମାନସ ଘରେ ଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ଘରୁ ଡାକି ନେଇଥିଲେ। ଏବଂ ବିଚ୍ ବଜାର ଉପରେ ସଂଘବଦ୍ଧ ଭାବେ ହତ୍ୟା କରିଥିଲେ। ଫଳରେ ଘଟଣାସ୍ଥଳରେ ମାନସଙ୍କର ମୃତ୍ୟୁ ଘଟିଥିଲା। ହତ୍ୟାକାଣ୍ଡ ପଛରେ ନିଶା କାରବାର ଓ ଜମି ଜବରଦଖଲ ଥିବା ନେଇ ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories