www.samajalive.in
Sunday, December 14, 2025
26.1 C
Bhubaneswar

ଖୁସି ଖବର; କମିଲା ସୁନା ଦାମ୍‌, ଜାଣନ୍ତୁ କେତେ

ଭୁବନେଶ୍ୱର : ସୁନା କିଣିବାକୁ ଇଚ୍ଛା କରୁଥିଲେ, ଆପଣଙ୍କ ପାଇଁ ଖୁସି ଖବର । ଗତ କିଛି ଦିନରେ ହୁ ହୁ ହୋଇ ସୁନାଦର ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ସୁନାଦର ହ୍ରାସ ହୋଇଛି । ସୁନା କିଣିବାକୁ ଇଚ୍ଛା କରୁଥିବା ଗ୍ରାହକଙ୍କ ପାଇଁ ସୁନାଦର ହ୍ରାସ ହେବା ଫଳରେ ଆଶ୍ୱସ୍ତି ମିଳିଛି ।

ଶୁକ୍ରବାର ଅର୍ଥାତ୍‌ ଏପ୍ରିଲ ୪ ତାରିଖରେ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୧,୬୪୦ ଟଙ୍କା ରହିଛି । ଗତକାଲି ଏହା ୯୩,୩୮୦ ଟଙ୍କା ଥିଲା । ଦର ୧୭୪୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୪,୦୦୦ ଟଙ୍କା ରହିଛି । ଗତକାଲି ଏହା ୮୫,୬୦୦ ଥିଲା । ଏଥିରେ ୧୬୦୦ ଟଙ୍କା ହ୍ରାସ ପାଇଛି ।

ସେହିପରି ୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୬୮,୭୩୦ ଟଙ୍କା ରହିଛି । ଗତକାଲି ଏହା ୭୦,୦୪୦ ଟଙ୍କା ଥିଲା । ଏଥିରେ ୧୩୧୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ଟଙ୍କା ରହିଛି । ଗତକାଲି ଏହା ୧୧,୨୦୦ ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି ।

୧୨ ବର୍ଷ ପରେ ବୁଧ-ବୃହସ୍ପତିଙ୍କ ମହାସଂଯୋଗ ; ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାକୁ ମିଳିବ ନୂଆ ଚାକିରି, ସନ୍ତାନ ସୁଖ..

ଟାଟା ଆଣିଲା ଚକ ଥିବା ଏସି ; ମାତ୍ର ୨,୦୨୪ ଟଙ୍କା ଦେଇ ନେଇ ଆସନ୍ତୁ ଘରକୁ

ହୃଦୟବିଦାରକ.. ଦେଖନ୍ତୁ ଭିଡିଓ; ବିବାହ ବାର୍ଷିକୀରେ ନାଚୁ ନାଚୁ ଚାଲିଗଲା ଜୀବନ

ଏୟାରଟେଲ୍‌ ୩୮ କୋଟି ଉପଭୋକ୍ତାଙ୍କ ପାଇଁ ଆଣିଲା ଆଶ୍ୱସ୍ତି, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories